Odisha News

ଋାଜ୍ୟରେ ଆସନ୍ତା ୨୪ ତାରିଖ ଯାଏ କାଳବୈଶାଖୀ ବର୍ଷା: ୧୨ଜିଲ୍ଲାରେ ୪୦-୫୦କିମି ବେଗରେ ପବହ ବୋହିବ

ଭୁବନେଶ୍ୱର,୨୧/୪: ଆଗାମୀ ୨୪ ତାରିଖ ପର‌୍ୟ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ସହ କାଳବୈଶାଖୀର ସମ୍ଭାବନା ରହିଛି। ତେବେ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍ ୨୨ ତାରିଖ ଶୁକ୍ରବାର ଅପରାହ୍ନ ସୁଦ୍ଧା ରାଜ୍ୟର ଅନୁଗୁଳ, ଢ଼େଙ୍କାନାଳ, ଦେବଗଡ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା କୋରାପୁଟ, ରାୟଗଡା, ଓ କନ୍ଧମାଳ ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ଓ ପବନ ସହ ଝଡ଼ବର୍ଷା ଜନିତ କାଳବୈଶାଖୀର ସମ୍ଭାବନା ରହିଛି। ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ପର‌୍ୟ୍ୟନ୍ତ ରହିପାରେ।

Related Posts

Seo wordpress plugin by www.seowizard.org.