Odisha News

ଗୁଟ୍‌ଖା କମ୍ପାନୀଙ୍କ ବେଳା ଖରାପ; ଦୁଇ ଦିନ ହେଲା ଘାଣ୍ଟୁଛି ପୁଲିସ୍

ବ୍ରହ୍ମପୁର, ୧୩/୧୦: ବ୍ରହ୍ମପୁର ଉପକଣ୍ଠ ଅଟୋନଗର ଅଞ୍ଚଳରୁ ବିପୁଳ ପରିମାଣର ଗୁଟଖା ଜବତ କରିଛି ଗୋଳନ୍ଥରା ଥାନା ପୁଲିସ । ଦିର୍ଘ ଦିନ ଧରି ବେଆଇନ୍ ଭାବେ ଚାଲିଥିବା ଏକ ବଡ ଧରଣର ନକଲି ଗୁଟଖା କାରଖାନା ଉପରେ ଗୋଳନ୍ଥରା ଥାନା ପୁଲିସ ଚଢାଉ କରିଥିଲା । ଏହି ଚଢ଼ାଉରେ ବିପୁଳ ପରିମାଣର ସାମଗ୍ରୀ ସହ ଅନେକ ସରଞ୍ଜାମ ମଧ୍ୟ ଜବତ କରିଥିବା ଜଣାପଡିଛି ।

Related Posts

Seo wordpress plugin by www.seowizard.org.