Odisha News

ଆଇପିଏସ୍ ସୁଧାଂଶୁ ଷଡ଼ଙ୍ଗୀ ଓ ଅରୁଣ ଷଡ଼ଙ୍ଗୀଙ୍କୁ ଡିଜି ପାହ୍ୟା

ଭୁବନେଶ୍ବର,୩/୫: ରାଜ୍ୟ ସରକାର ୩ ଜଣ ବରିଷ୍ଠ ଆଇପିଏସ୍ ଅଧିକାରୀଙ୍କୁ ପଦୋନ୍ନତି ଦେଇଛନ୍ତି। ୧୯୯୦ ବ୍ୟାଚ୍ର ଆଇପିଏସ୍ ଅଧିକାରୀ ସୁଧାଂଶୁ ଷଡ଼ଙ୍ଗୀ ଓ ଅରୁଣ ଷଡ଼ଙ୍ଗୀଙ୍କୁ ଡିଜି ପାହ୍ୟାକୁ ପଦୋନ୍ନତି ମିଳିଛି।
ସେହିପରି କେନ୍ଦ୍ରୀୟ ଡେପୁଟେସନରେ ଥିବା ୧୯୯୦ ବ୍ୟାଚ୍ର ଆଇପିଏସ୍ ଅଧିକାରୀ ୱାଇବି ଖୁରାନିଆଙ୍କୁ ମଧ୍ୟ ଡିଜି ପାହ୍ୟାକୁ ପଦୋନ୍ନତି ହୋଇଛି। ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବୁଧବାର ବିଜ୍ଞପ୍ତି ପ୍ରକାଶ ପାଇଛି।

Related Posts

Seo wordpress plugin by www.seowizard.org.