Odisha News

ଆଜି ହେଉଛି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୬ତମ ଜନ୍ମ ଜୟନ୍ତୀ

ପୁରୀ ୫/୨: ଆଜି ହେଉଛି ମାର୍ଚ୍ଚ ୫ ତାରିଖ । ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୬ତମ ଜନ୍ମ ଜୟନ୍ତୀ ।
ଏହି ଅବସରରେ ପ୍ରବାଦ ପୁରୁଷଙ୍କୁ ଶ୍ରଦ୍ଧାଞ୍ଜଳୀ ଜଣାଇଛନ୍ତି ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ । ପୁରୀ ବେଳାଭୂମିରେ ବିଜୁ ପଟ୍ଟନାୟକଙ୍କ କରିଛନ୍ତି ପ୍ରତିମୂର୍ତ୍ତୀ ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ।
ସୂଚନାଯୋଗ୍ୟ ଯେ, ଓଡ଼ିଶାକୁ ବିକାଶର ଶୀର୍ଷରେ ପହଞ୍ଚାଇବା ଥିଲା ବିଜୁବାବୁଙ୍କ ଲକ୍ଷ୍ୟ ଥିଲା । ସେବା ଓ ସ୍ବାଭିମାନ ଥିଲା ବିଜୁବାବୁଙ୍କ ଆଦର୍ଶ ।
ବିଜୁଙ୍କ ବୀରତ୍ବର ଗାଥା ହେଉ କି ଓଡ଼ିଶା ପାଇଁ ତାଙ୍କର ଅବଦାନ ସବୁବେଳେ ପ୍ରତିଟି ଜନମାନସରେ ତାଙ୍କୁ ଅମର କରିଦେଇଛି । ଏଥିପାଇଁ ତ ଆଜିର ଦିନ ମାନେ ମାର୍ଚ୍ଚ ୫କୁ ପଞ୍ଚାୟତିରାଜ ଦିବସ ରୂପେ ପାଳନ କରୁଛନ୍ତି ।

Related Posts

Seo wordpress plugin by www.seowizard.org.