Odisha News

ଆରଟିଆଇ ପରିସରକୁ ଆସିଲା ଭିଜିଲାନ୍ସ : ହାଇକୋର୍ଟ

କଟକ, ୨୦/୬: ଆରଟିଆଇ ପରିସରକୁ ଆସିଲା ଭିଜିଲାନ୍ସ । ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ବିଭାଗ ବିଜ୍ଞପ୍ତିକୁ ରଦ୍ଦ କଲେ ହାଇକୋର୍ଟ ।
ଦୁର୍ନୀତି ଓ ମାନବାଧିକାର ଉଲ୍ଲଂଘନ ସୂଚନା ଗୋପନୀୟ ନୁହେଁ ବୋଲି କହିଛନ୍ତି ହାଇକୋର୍ଟ । ସରକାରୀ ଭାବେ ସୂଚନା ଦେବା ଏକ ସାଧାରଣ କଥା । କିନ୍ତୁ ନଦେବା ଏକ ବ୍ୟତିକ୍ରମ ବୋଲି ଆଜି ସାଧାରଣ ପ୍ରଶାସନ ବିଭାଗର ବିଜ୍ଞପ୍ତିକୁ ନେଇ ରୁଜୁ ଏକ ମାମଲାର ବିଚାର କରି ରାୟ ଶୁଣାଇଛନ୍ତି ମାନ୍ୟବର ହାଇକୋର୍ଟ ।

Related Posts

Seo wordpress plugin by www.seowizard.org.