Odisha News

ଏନଏସି ଦାବିରେ ଆଜିଠାରୁ ଦୁଇ ଦିନ ପାଇକମାଲ ବନ୍ଦ

ପାଇକମାଳ,୧୭/୧୧: ୪୮ ଘଣ୍ଟିଆ ପାଇକମାଳ ବନ୍ଦ । ପାଇକମାଳକୁ NACଦାବି ଓ ପାଇକମାଳ ହସ୍ପିଟାଲକୁ CHC କରିବା ଦାବିରେ ଏହି ବନ୍ଦ ଡାକରା ଦିଆଯାଇଛି ।
ତାଙ୍କର ଏହି ଦାବି ଯଦି ନ ପୂରଣ ନହୁଏ ତେବେ ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ କରାଯିବ । ଏମିତି ଚେତାବନୀ ଦେଇଛନ୍ତି ବିକ୍ଷୋଭକାରୀ । ପୂର୍ବରୁ ଦୁଇଦିନ ହେବ ଧାରଣାରେ ବସିଥିଲେ ପାଇକମାଳର ଜନ ସାଧାରଣ । ତେବେ କେହି ନଶୁଣିବାରୁ ଆଜି ଏହି ବନ୍ଦ ଡାକରା ଦିଆଯାଇଛି ।

Related Posts

Seo wordpress plugin by www.seowizard.org.