Odisha News

ଓଆରଏଚ୍‌ଡିସି ଦୁର୍ନୀତି ମାମଲା; ମୋକିମଙ୍କୁ ଲାଗିଲା ହାଇକୋର୍ଟଙ୍କ ଝଟକା

ଭୁବନେଶ୍ୱର, ୧୦/୪: ଓଆରଏଚ୍‌ଡିସି ମାମଲାରେ କଂଗ୍ରେସ ନେତା ମହମ୍ମଦ ମୋକିମଙ୍କୁ ହାଇକୋର୍ଟରୁ ବଡ଼ ଝଟକା ଲାଗିଛି। ମହମ୍ମଦ ମୋକିମଙ୍କୁ ଆବେଦନକୁ କୋର୍ଟ ବୁଧବାର ଖାରଜ କରିଦେଇଛନ୍ତି।
ହାଇକୋର୍ଟ ନିମ୍ନ ଅଦାଲତଙ୍କ ରାୟକୁ କାଏମ ରଖିଛନ୍ତି । ନିମ୍ନ ଅଦାଲତ ମୋକିମଙ୍କୁ ୩ ବର୍ଷ ଜେଲ୍ ଦଣ୍ଡାଦେଶ ଶୁଣାଇଥିଲେ।

Related Posts

Seo wordpress plugin by www.seowizard.org.