Feature

ଓଡ଼ିଆ ଯବାନ ସୁଶାନ୍ତ ଖୁଣ୍ଟିଆ ଶହୀଦ, ଲେଖକ ତାରାପ୍ରସାଦ ଓ ରଚିତା ଙ୍କ ଶୋକ

ଅକ୍ଷୟ ରାଉତଙ୍କ ରିପୋର୍ଟ
ଭୁବନେଶ୍ବର,୧୨/୮ : ନକ୍ସଲ ଆକ୍ରମଣରେ ଓଡ଼ିଆ ସିଆରପିଏଫ ଯବାନ ସୁଶାନ୍ତ ଖୁଣ୍ଟିଆ ଶହୀଦ ହେବା ନେଇ ଲେଖକ ଇଂ ତାରାପ୍ରସାଦ ମିଶ୍ର ଓ ଲେଖିକା ରଚିତା ମିଶ୍ର ଗଭୀର ଶୋକ ପ୍ରକାଶ କରିଛନ୍ତି । ଏହି ଖବର ବିଷୟରେ ଜାଣି ସେ ବହୁତ ଦୁଃଖିତ ବୋଲି ଟ୍ବିଟ ବାର୍ତ୍ତାରେ କହିଛନ୍ତି ।
ମାଟି ମା’ର ସେବାରେ ସୁଶାନ୍ତଙ୍କ ବଳିଦାନ ସର୍ବଦା ସ୍ମରଣୀୟ ରହିବ । ବୀର ଯବାନଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକ ସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି।

Related Posts

Seo wordpress plugin by www.seowizard.org.