Odisha News

ଓଡ଼ିଶାରୁ ହଟିଲା ନିର୍ବାଚନୀ ଆଦର୍ଶ ଆଚରଣ ବିଧି

ଭୁବନେଶ୍ୱର,୬/ ୬ : ରାଜ୍ୟରେ ଉଭୟ ଲୋକ ସଭା ଓ ବିଧାନସଭା ନିର୍ବାଚନ ପାଇଁ ଲାଗୁ ହୋଇଥିବା ଆଦର୍ଶ ଆଚରଣ ବିଧି ଗୁରୁବାର ହଟାଯାଇଛି। ଏନେଇ ନିର୍ବାଚନ ଆୟୋଗ ଓଡ଼ିଶାର ମୁଖ୍ୟ ସଚିବ ଓ କେନ୍ଦ୍ର କ୍ୟାବିନେଟ ସଚିବଙ୍କୁ ଚିଠି ଲେଖି ଅବଗତ କରାଇଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ସାଧାରଣ ନିର୍ବାଚନ ପାଇଁ ଗତ ମାର୍ଚ୍ଚ ୧୬ତାରିଖରୁ ଲାଗୁ କରାଯାଇଥିଲା। ରାଜ୍ୟରେ ୪ଟି ପର‌୍ୟ୍ୟାୟରେ ବିଧାନସଭା ଓ ଲୋକ ସଭା ନିର୍ବାଚନ ଶେଷ ହୋଇଥିବା ବେଳେ ଜୁନ୍ ୪ରେ ଫଳାଫଳ ପ୍ରକାଶ ପାଇଛି।

Related Posts

Seo wordpress plugin by www.seowizard.org.