Odisha News

ଗଞ୍ଜାମରେ ୪ କରୋନା ଯୋଦ୍ଧା ଙ୍କ ମୃତ୍ୟୁ

ଭୁବନେଶ୍ୱର,୬/୭: ରାଜ୍ୟରେ ରାଜ୍ୟରେ କରୋନା ସ୍ଥିତି ଭୟଙ୍କର ହେଉଛି । କୋଭିଡ୍‌-୧୯ ସଂକ୍ରମିତଙ୍କ ସଂଖ୍ୟା ହୁ ହୁ ହୋଇ ବଢୁଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ଦିନକୁ ଦିନ ବଢି ବଢି ଚାଲିଛି ।
ସୋମବାର ଦିନ ଗଞ୍ଜାମ ଜିଲ୍ଲାରେ ୪ କରୋନା ଯଦ୍ଧାଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ୨ ଶିକ୍ଷକ, ଜଣେ ଅଙ୍ଗନବାଡ଼ି କର୍ମୀ ଓ ଜଣେ କନିଷ୍ଠ ଯନ୍ତ୍ରୀ ଅଛନ୍ତି। ଏନେଇ ଟ୍ୱିଟ କରି ସୂଚନା ଦେଇଛନ୍ତି ଗଞ୍ଜାମ ଜିଲ୍ଲାପାଳ।

Related Posts

Seo wordpress plugin by www.seowizard.org.