Odisha News

ଗତକାଲି ଡାକ୍ତରଖାନାରୁ ଚମ୍ପଟ ମାରିଥିଲେ; ଆଜି ମିଳିଲା ମୃତଦେହ

କୋଇଡ଼ା, ୯/୫: ଚିକିତ୍ସାଧୀନ ଅବସ୍ଥାରେ ହସ୍ପିଟାଲରୁ ଚମ୍ପଟ ମାରିଥିବା ଦିବ୍ୟାଙ୍ଗ ରୋଗୀଙ୍କ ମୃତ ଦେହ ଡ୍ରେନ୍ ପାର୍ଶ୍ବରୁ ଉଦ୍ଧାର କରାଯାଇଛି। ରୋଗୀ ଜଣକ ୩ ଦିନ କୋଇଡ଼ା ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ତେବେ ସେ ଲୁଚି କାହାକୁ କିଛି ନ ଜଣାଇ ହସ୍ପିଟାଲରୁ ପଳାଇଥିଲେ।
ଗୁରୁବାର ତାଙ୍କ ମୃତଦେହ ଡିଡିଏମ୍ କାର‌୍ୟ୍ୟାଳୟ ନିକଟରେ ପଡ଼ି ରହିଥିଲା। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Related Posts

Seo wordpress plugin by www.seowizard.org.