Odisha News

ଛେଳି ଚରାଇବାକୁ ଯାଇଥିଲେ, ଭାଲୁ ଆକ୍ରମଣରେ ଯୁବକ ଗୁରୁତର

ଶାଳଚୁଆ, ୧୭/୧୧: ମୟୂରଭଞ୍ଜ ଜିଲ୍ଲାର ଶରତ ଥାନା ପୂର୍ଣ୍ଣଚନ୍ଦ୍ରପୁର ଗ୍ରାମରେ ଘଟିଛି ଏକ ଅଭାବନୀୟ ଘଟଣା। ଏଠାରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି।
ଉକ୍ତ ଯୁବକଙ୍କ ନାମ ଜେମାଦାର ସିଂ ବୋଲି ଜଣାଯାଇଛି। ସେ ଜଙ୍ଗଲକୁ ଛେଳି ଚରାଇବାକୁ ଯାଇଥିବା ବେଳେ ଭାଲୁ ତାଙ୍କୁ ଆକ୍ରମଣ କରିଥିଲା।ଗୁରୁତର ଯୁବକଙ୍କୁ ଉଦଳା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

Related Posts

Seo wordpress plugin by www.seowizard.org.