Odisha News

ତାପମାତ୍ରା ବୃଦ୍ଧି ଯୋଗୁ ରାଜ୍ୟରେ ୩ ଦିନ ସ୍କୁଲ ବନ୍ଦ: ସରକାରଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୧୭/୪: ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମପ୍ରବାହ। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସମସ୍ତ ବିଦ୍ୟାଳୟ ୩ ଦିନ ପାଇଁ ଛୁଟି ଘୋଷଣା କରିଛନ୍ତି।
ଏପ୍ରିଲ ୧୮ରୁ ୨୦ ତାରିଖ ପର୍ଯ୍ୟନ୍ତ ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଏବଂ ବେସରକାରୀ ବିଦ୍ୟଳୟଗୁଡିକୁ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି।

Related Posts

Seo wordpress plugin by www.seowizard.org.