Top Stories

ଦଳ ବିରୋଧୀ କାର୍ଯ୍ୟ ଯୋଗୁଁ ବିଜେଡିର ଦୁଇ ପୂର୍ବତନ କାଉନସିଲର ନିଲମ୍ବିତ

ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ
କନ୍ଧମାଳ,୨୨/୩: ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡିରୁ ସସ୍ପେଣ୍ଡ ହେଲେ କନ୍ଧମାଳ ଜିଲ୍ଲା ଫୁଲବାଣୀ ମ୍ୟୁନିସିପାଲର ୱାର୍ଡ ନ -୦୩ର ପୂର୍ବତନ କାଉନସିଲର ଭାଗବତ ବେହେରା ଏବଂ ୧୦ ନମ୍ବର ୱାର୍ଡର ପୂର୍ବତନ କାଉନସିଲର ଶ୍ରୀବଚ୍ଛ ବେହେରା ବିଜୁ ଜନତା ଦଳରୁ ନିଲମ୍ବିତ ହୋଇଛନ୍ତି ।
ଦଳ ବିରୋଧୀ କାର୍ଯ୍ୟ କରିଥିବା ମହଙ୍ଗା ପଡ଼ିଛି । ଏନେଇ କନ୍ଧମାଳ ଜିଲ୍ଲା ବିଜୁ ଜନତା ଦଳର ସଭାପତି ଶ୍ରୀ ସରୋଜ କର୍ଣ୍ଣ ତାଙ୍କୁ ଦଳରୁ ବହିଷ୍କାର କରିଛନ୍ତି ।

Related Posts

Seo wordpress plugin by www.seowizard.org.