Odisha News

ଦୁଖୀର ବନ୍ଧୁ ପ୍ରୀତିରଞ୍ଜନ

ଅକ୍ଷୟ ରାଉତଙ୍କ ରିପୋର୍ଟ
ଯାଜପୁର, ୨୨/୮ : ଯାଜପୁର ଜିଲ୍ଲା ଦାନଗଦି ବ୍ଲକ ର ଦେଉଳକଣ ପଞ୍ଚାୟତର ବରିଷ୍ଠ ବ୍ୟକ୍ତି ତଥା ପୂର୍ବତନ ସରପଞ୍ଚ ରଘୁନାଥ ନାୟକ ଗୁରୁତର ଅସୁସ୍ଥ ହୋଇ ପଡିଛନ୍ତି । ତାଙ୍କ ଅସୁସ୍ଥତା ଖବର ପାଇ ତାଙ୍କ ବାସଭବନରେ ପହଞ୍ଚିଥିଲେ ପୂର୍ବତନ ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡାଇ ।
ତାଙ୍କ ସହ ଆଲୋଚନା କରି ତାଙ୍କ ଆଶୁ ଆରୋଗ୍ୟ କାମନା କରିଥିଲେ । ଏହା ସହିତ ପରିବାର ବର୍ଗ ତାଙ୍କର ଉପଯୁକ୍ତ ଯତ୍ନ ନେବାକୁ ଆଲୋଚନା ସମୟରେ ପରାମର୍ଶ ଦେଇଥିଲେ ଇଂ ଘଡାଇ ।

Related Posts

Seo wordpress plugin by www.seowizard.org.