Odisha News

ନବୀନ ନିବାସରେ ମମତା ବାନାର୍ଜୀ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି କଲେ ଆଲୋଚନା

ଭୁବନେଶ୍ୱର,୨୩/୩: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆଜି ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନବୀନନିବାସଠାରେ ସାକ୍ଷାତ କରିଛନ୍ତି ।
ଆଜି ଦୁଇଦିନିଆ ପୁରୀ ଗସ୍ତ ସମାପନ କରି ସେ ସଡକପଥରେ ଭୁବନେଶ୍ୱର ଆସି ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିଛନ୍ତି ।ନବୀନ-ମମତା ସାକ୍ଷାତ ଆଲୋଚନା ସମୟରେ ମୁଖ୍ୟମନ୍ତ୍ରୀ ବ୍ୟକ୍ତିଗତ ସଚିବ ତଥା ୫-ଟି ସଚିବ ଭିକେ ପାଣ୍ଡିଆନ ମଧ୍ୟ ଉପସ୍ଥିତ ଥିଲେ ।

Related Posts

Seo wordpress plugin by www.seowizard.org.