Odisha News

ବଦଳିଲା କୋଣାର୍କ ସୂର୍ଯ୍ୟମନ୍ଦିରର ପରିଦର୍ଶନ ସମୟ, ସକାଳ ୬ରୁ ସଂଧ୍ୟା ୭ ଯାଏଁ ଖୋଲା

ଭୁବନେଶ୍ୱର, ୧/୩: ସୂର୍ଯ୍ୟ ମନ୍ଦିର ପରିଦର୍ଶନ ସମୟରେ ପରିବର୍ତ୍ତନ ହୋଇଛି। ପର୍ଯ୍ୟଟକଙ୍କ ପାଇଁ ମାର୍ଚ୍ଚ ୧ ଅର୍ଥାତ୍ ବୁଧବାରଠୁ ସକାଳ ୬ଟାରୁ ସୂର୍ଯ୍ୟ ମନ୍ଦିର ମୁଖ୍ୟଦ୍ୱାର ଖୋଲା ରହି ସା ୭ଟାରେ ବନ୍ଦ ହେବ। ଏନେଇ
ଏଏସ୍ଆଇ ବିଭାଗ ପକ୍ଷରୁ ସୂଚନା ମିଳିଛି। ପୂର୍ବରୁ ସା ୬ ଟାରେ ସୂର୍ଯ୍ୟ ମନ୍ଦିର ବନ୍ଦ ହେଉଥିଲା।

Related Posts

Seo wordpress plugin by www.seowizard.org.