Odisha News

ବାବା ବଳିଆ ଓ ଶ୍ୟାମାମଣିଙ୍କୁ ପଦ୍ମଶ୍ରୀ, ସଚ୍ଚିଦାନନ୍ଦ ସ୍ୱାମୀଙ୍କୁ ପଦ୍ମ ଭୂଷଣ ସମ୍ମାନରେ ସମ୍ମାନୀତ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ ୨୧/୩: ପଦ୍ମଶ୍ରୀ ସମ୍ମାନରେ ସମ୍ମାନୀତ ହେଲେ ବାବା ବଳିଆ । ନୂଆଦିଲ୍ଲୀଠାରେ ଏକ ସ୍ବତନ୍ତ୍ର ସମାରୋହରେ ବାବା ବଳିଆଙ୍କୁ ସମ୍ମାନିତ କରିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଶାସ୍ତ୍ରୀୟ ସଙ୍ଗୀତ ଗାୟିକା ଶ୍ୟାମାମଣି ଦେବୀଙ୍କୁ ମଧ୍ୟ ମିଳିଛି ପଦ୍ମଶ୍ରୀ ଉପାଧି ।
ସେହିଭଳି କ୍ରୀଡା କ୍ଷେତ୍ରରେ ବନ୍ଦନା କଟାରିୟାଙ୍କୁ ପଦ୍ମଶ୍ରୀ ସମ୍ମାନ ମିଳିଥିବା ବେଳେ ଶିକ୍ଷା ଏବଂ ସଂସ୍କୃତି କ୍ଷେତ୍ରରେ ସଚ୍ଚିଦାନନ୍ଦ ସ୍ବାମୀଙ୍କୁ ପଦ୍ମ ଭୂଷଣରେ ସମ୍ମାନିତ କରାଯାଇଛି । ଯୋଗ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ବାବା ଶିବାନନ୍ଦଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରାଯାଇଛି ।

Related Posts

Seo wordpress plugin by www.seowizard.org.