Odisha News

ବାଲେଶ୍ୱର : ଏଟିଏମ ମେସିନ ଭାଙ୍ଗି ଟଙ୍କା ଲୁଟ୍

ବାଲେଶ୍ବର ୨୫/୬: ଷ୍ଟେଟ୍ ବ୍ୟାଙ୍କ୍ ଅଫ୍ ଇଣ୍ଡିଆ ଏଟିଏମ୍ରୁ ଲୁଟ୍ । ବାଲେଶ୍ବର ସଦର ଥାନା ହଳଦୀପଦା ପଦ୍ମପୁର ବଜାରରେ ଥିବା ଏଟିଏମ୍ରୁ ଲୁଟ୍ ହୋଇଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।
ସୂଚନାଯୋଗ୍ୟ ଯେ, ବାଲେଶ୍ବର ସଦର ଥାନା ହଳଦୀପଦା ପଦ୍ମପୁର ବଜାରରେ ଥିବା ଷ୍ଟେଟ୍ ବ୍ୟାଙ୍କ୍ ଅଫ୍ ଇଣ୍ଡିଆ ଏଟିଏମ୍ରୁ ଲୁଟ୍ ହୋଇଛି ।
ଗ୍ୟାସ୍ କଟରରେ କାଟି ଟଙ୍କା ଲୁଟିନେଇଛନ୍ତି ଦୁର୍ବୃତ୍ତ । ତେବେ ଏଟିଏମ୍ରୁ କେତେ ଟଙ୍କା ଲୁଟ୍ ହୋଇଛି ତାହା ସ୍ପଷ୍ଟ ହୋଇନି ।
ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ତଦନ୍ତ ପରେ ଏଟିଏମ୍ରୁ କେତେ ଟଙ୍କା ଲୁଟ୍ ହୋଇଛି ସେନେଇ ସ୍ପଷ୍ଟ ହେବ ।

Related Posts

Seo wordpress plugin by www.seowizard.org.