Odisha News

ବୌଦ୍ଧ ଜିଲ୍ଲା ମତ୍ସ୍ୟ ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ମତ୍ସ୍ୟ ବିଭାଗ ପକ୍ଷରୁ ଜାତୀୟ ମତ୍ସ୍ୟ ଦିବସ ପାଳିତ

କମ୍ଭୁଧର କ୍ଷେତିଙ୍କ ରିପୋର୍ଟ
ବୌଦ୍ଧ,୧୧/୭ : ବୌଦ୍ଧ ଜିଲ୍ଲା ମତ୍ସ୍ୟ ଅଧିକାରୀଙ୍କ କାର୍ଯ୍ୟାଳୟରେ ପରିସରରେ ବୁଧବାର ମତ୍ସ୍ୟ ବିଭାଗ ପକ୍ଷରୁ ଜାତୀୟ ମତ୍ସ୍ୟ ଦିବସ ପାଳିତ ହୋଇଯାଇଛି ।
ଜିଲ୍ଲା ମତ୍ସ୍ୟ ଅଧିକାରୀ ଲିପ୍ସା ପଟ୍ଟନାୟକଙ୍କ ଅଧକ୍ଷତାରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀ ରାମାରାଓ ପାଲ ଯୋଗଦେଇ ମାଛ ଚାଷ ଓ ଚାଷୀମାନଙ୍କ ପାଇଁ ସରକାରୀ ଯୋଜନାରେ ଚାଷୀ ମାନେ କିପରି ଲାଭବାନ ହୋଇ ଉପକୃତ ହୋଇପାରିବେ ।
ସେ ସମ୍ପର୍କ ରେ ବକ୍ତବ୍ୟ ରଖିଥିଲେ । ଏଥିରେ ଜିଲ୍ଲାର ତିନୋଟି ବ୍ଲକ ର ଚାଷୀ ମାନେ ଉପସ୍ଥିତ ଥିଲେ ।

Related Posts

Seo wordpress plugin by www.seowizard.org.