Odisha News

ବ୍ରହ୍ମପୁର ଓ ରାଉରକେଲା ଷ୍ଟେସନରୁ ଗଡ଼ିଲା ବନ୍ଦେ ଭାରତ ଏକ୍ସପ୍ରେସ୍; ଶୁଭାରମ୍ଭ କଲେ ମୋଦି

ଭୁବନେଶ୍ୱର,୧୫/୯: ବ୍ରହ୍ମପୁର ଓ ରାଉରକେଲା ଷ୍ଟେସନରୁ ଗଡ଼ିଲା ବନ୍ଦେ ଭାରତ ଏକ୍ସପ୍ରେସ। ବ୍ରହ୍ମପୁର-ଟାଟାନଗର ବନ୍ଦେ ଭାରତ ଏକ୍ସପ୍ରେସ୍ର ଶୁଭାରମ୍ଭ। ଭର୍ଚ୍ଚୁଆଲରେ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ୬ଟି ବନ୍ଦେ ଭାରତ ଏକ୍ସପ୍ରେସର ଶୁଭାରମ୍ଭ କଲେ ମୋଦି।
ତେବେ ଏହି କାର‌୍ୟ୍ୟକ୍ରମରେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ବ୍ରହ୍ମପୁର-ଟାଟା ବନ୍ଦେ ଭାରତ ବ୍ରହ୍ମପୁରରୁ ବାହାରି ବାଲୁଗାଁ, ଖୋର୍ଦ୍ଧାରୋ ଭୁବନେଶ୍ବର, କଟକ, ଜଖପୁରା, ହରିଚନ୍ଦନପୁର, କେନ୍ଦୁଝରଗ ନୟାଗ ବାଂଶପାଣି, ଡାଙ୍ଗୋଆପୋଷି, ଚାଇବାସା ହୋଇ ଟାଟାନଗରରେ ପହଞ୍ଚିବ।
ରାଉରକେଲା-ହାୱ ବନ୍ଦେ ଭାରତ ଏକ୍ସପ୍ରେସ ରାଉରକେଲାରୁ ହାୱ ଭିତରେ କେବଳ ୩ଟି ଷ୍ଟେସନ ଚକ୍ରଧରପୁର, ଟାଟାନଗର ଅଟକିବ ବୋଲି ସୂଚନା ମିଳିଛି।
ସୋମବାର ଶୁଭାରମ୍ଭ ହେବାକୁ ଥିବା ଦୁର୍ଗ- ବିଶାଖାପାଟଣା ବନ୍ଦେ ଭାରତ ଏକ୍ସପ୍ରେସ ଓ ଖରିଆର ରୋଡ, କଣ୍ଟାବାଞ୍ଜି, ଟିଟିଲାଗ କେସିଙ୍ଗା, ରାୟଗ ରହଣି କରି ବିଶାଖାପାଟଣାରେ ପହଞ୍ଚିବ। ପୂର୍ବରୁ ଓ ଦେଇ ୩ଟି ବନ୍ଦେ ଭାରତ ଏକ୍ସପ୍ରେସ ଚାଲୁଥିବା ବେଳେ, ୩ଟି ନୂଆ ସେମି-ହାଇସ୍ପିଡ ଟ୍ରେନର ଶୁଭାରମ୍ଭ ପରେ ଏହା ୬କୁ ବୃଦ୍ଧି ପାଇବ।

Related Posts

Seo wordpress plugin by www.seowizard.org.