Odisha News

ଭଲ ଖବର: ଗୋଟିଏ ଦିନରେ କେରାନାରେ ସର୍ବଧିକ ସୁସ୍ଥ ୪୦୧ଜଣ

ଭୁବନେଶ୍ୱର,୯/୭: ଗୁରୁବାର ଦିନ ଗୋଟିଏ ଦିନରେ ରାଜ୍ୟରେ ସର୍ବାଧିକ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ୪୦୧ଜଣ । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାରେ ଆରୋଗ୍ୟ ଲାଭ କଲେଣି ୭୪୦୭ ।
ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୧୦୦ଜଣ , ଗଜପତି ଜିଲ୍ଲାରୁ ୬୭ଜଣ, କଟକ ଜିଲ୍ଲାରୁ ୪୨ଜଣ, ଯାଜପୁର ଜିଲ୍ଲାରୁ ୩୨ଜଣ, ଦେଓଗଡ ଜିଲ୍ଲାରୁ ୧୯ଜଣ, କୋରାପୁଟ ଜିଲ୍ଲାରୁ ୧୮, ଖୋର୍ଦ୍ଧା ଜିଲ୍ଲାରୁ ୧୫ଜଣ , ବରଗଡ ଜିଲ୍ଲାରୁ ୧୪ଜଣ, ଭଦ୍ରକ ଜିଲ୍ଲାରୁ ୧୪ଜଣ, ବାଲେଶ୍ୱର ଜିଲ୍ଲାରୁ ୧୨ଜଣ, କେନ୍ଜୁଝର ଜିଲ୍ଲାରୁ ୧୦ଜଣ, ମାଲକାନଗିରି ଜିଲ୍ଲାରୁ ୧୦ଜଣ, ଜଗତସିଂହପୁର ଜିଲ୍ଲାରୁ ୯ଜଣ, ଝାରସୁଗୁଡା ଓ ମୟୁରଭଞ୍ଜ ଜିଲ୍ଲାରୁ ୭ଜଣ ଲେଖାଏଁ , କନ୍ଧମାଳ ଜିଲ୍ଲାରୁ ୬ଜଣ, ନୟାଗଡ ଓ ସମ୍ବଲପୁର ଜିଲ୍ଲାରୁ ୫ଜଣ ଲେଖାଏଁ, ନବରଙ୍ଗପୁର ଜିଲ୍ଲାରୁ ୪ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୩ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ ରହିଛନ୍ତି ।

Related Posts

Seo wordpress plugin by www.seowizard.org.