Odisha News

ଭିଜିଲାନ୍ସ ଜାଲରେ ନିୟନ୍ତ୍ରିତ ବଜାର ପରିଷଦ ସମ୍ପାଦକ ବନମାଳୀ ନାଏକ

ସୁନ୍ଦରଗଡ଼, ୨/୪ : ଭିଜିଲାନ୍ସ ଜାଲରେ ନିୟନ୍ତ୍ରିତ ବଜାର ପରିଷଦ ସମ୍ପାଦକ। ସୁନ୍ଦରଗଡ ନିୟନ୍ତ୍ରିତ ବଜାର ପରିଷଦ ସମ୍ପାଦକ ବନମାଳୀ ନାଏକ ।ଏହାସାଙ୍ଗେ ୫ଟି ସ୍ଥାନରେ ଚଢାଉ ଜାରି ରହିଛି ।
ଖବର ଅନୁଯାୟୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସୁନ୍ଦରଗଡ ନିୟନ୍ତ୍ରିତ ବଜାର ପରିଷଦ ସମ୍ପାଦକ ବନମାଳୀ ନାଏକ ଘରେ ଭିଜିଲାନ୍ସ ପକ୍ଷରୁ ଚଢାଉ ଜାରି ରହିଛି ।
ତେବେ ଚଢାଉ ହେଉଥିବା ସ୍ଥାନ ମଧ୍ୟରେ ସୁନ୍ଦରଗଡସ୍ଥିତ ଅଫିସ, ସୁନ୍ଦରଗଡ ତଳଶଙ୍କରା ମୌଜାରେ ଦୁଇଟି ୩ ମହଲା ବିଶିଷ୍ଟ ଘର, ସୁନ୍ଦରଗଡ ତଳଶଙ୍କରା ମୌଜାରେ ଗୋଟିଏ ଦୁଇ ମହଲା ବିଶିଷ୍ଟ ଘର, ସୁନ୍ଦରଗଡ କିଞ୍ଜିରିକେଲା ଥାନା ଅନ୍ତର୍ଗତ କୁକୁରିଡିହିସ୍ଥିତ ପୈତୃକ ଘର, ସୁନ୍ଦରଗଡ ଲେଫ୍ରିପଡା ସରେଇକେଲାସ୍ଥିତ ସମ୍ପର୍କୀୟଙ୍କ ଘରେ ଭିଜିଲାନ୍ସର ଚଢାଉ ରହିଛି ।
ସୁନ୍ଦରଗଡ ଭିଜିଲାନ୍ସ ସ୍ପେଶାଲ କୋର୍ଟଙ୍କ ନିର୍ଦ୍ଦେଶରେ ଏହି ଚଢାଉ ଜାରି ରହିଛି । ଭିଜିଲାନ୍ସର ଏହି ଚଢାଉରେ ୫ ଜଣ

Related Posts

Seo wordpress plugin by www.seowizard.org.