Odisha News

ରାଜଧାନୀରୁ ୭୫ ଲକ୍ଷ ଟଙ୍କା ଜବତ, ବିମାନବନ୍ଦରରେ ଲଗେଜ୍ ସ୍କାନିଂ ବେଳେ ମିଳିଲା

ଭୁବନେଶ୍ବର, ୩୦/୪: ରାଜଧାନୀର ବିମାବନ୍ଦରରୁ ୭୫ ଲକ୍ଷ ଟଙ୍କା ଜବତ ହୋଇଥିବାର ଖବର ମିଳିଛି। ୨ଜଣ ବ୍ୟକ୍ତିଙ୍କ ଲଗେଜରୁ ଜବତ ହୋଇଛି ଏହି ଟଙ୍କା। ଲଗେଜ ସ୍କାନି ବେଳେ ଧରା ପଡ଼ିଛି ଏହି ଟଙ୍କା।
ଦୁଇ ଲୋକଙ୍କ ଭିତରୁ ଜଣେ ଦିଲ୍ଲୀ ଓ ଆଉଜଣେ ଚେନ୍ନାଇର ବ୍ୟକ୍ତି ହୋଇଥିବା ଜଣାପଡ଼ିଛି । ନିର୍ବାଚନ ସମୟରେ ଜବତ ହୋଇଥିବା ଏହି ଟଙ୍କ । ଜଣେ ପ୍ରତିଷ୍ଠିତ ବ୍ୟବସାୟଙ୍କର ବୋଲି ସୂଚନା ରହିଛି। ଟଙ୍କା ଜବତ ପରେ ଏନେଇ ଆୟକର ବିଭାଗ ଅଧିକ ତଦନ୍ତ କରୁଛି ।

Related Posts

Seo wordpress plugin by www.seowizard.org.