Odisha News

ରାଜ୍ୟରେ ସଂଙ୍ଗୀନ ହେଉଛି ହେଉଛି କରୋନା ସ୍ଥିତି,ଆଉ ୫ ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ବର,୪/୭: ରାଜ୍ୟରେ ଶନିବାର ଦିନ ପୁଣି ୫ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ ଥିବା ବେଳେ ଗଞ୍ଜାମରୁ ୩ ଜଣ ଅଛନ୍ତି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଗଞ୍ଜାମର ୩ ମୃତକଙ୍କ ବୟସ ଯଥାକ୍ରମେ ୫୦, ୨୭ ଓ ୩୫ ବର୍ଷ ହୋଇଥିବା ବେଳେ ଖୋର୍ଦ୍ଧା ଜିଲ୍ଲାର ଭୁବନେଶ୍ବରର ଦୁଇ ମୃତକଙ୍କ ବୟସ ୫୧ ଓ ୬୪ ବର୍ଷ। ଏମାନେ ସମସ୍ତେ ପୁରୁଷ। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ପର‌୍ୟ୍ୟନ୍ତ ୩୪ ଜଣଙ୍କ ଜୀବନ ଗଲାଣି ।

Related Posts

Seo wordpress plugin by www.seowizard.org.