Odisha News

ସମ୍ବଲପୁର ଗସ୍ତରେ ୫-ଟି ଅଧ୍ୟକ୍ଷ, ଛାତ୍ରଛାତ୍ରୀଙ୍କୁ ବାଣ୍ଟିଲେ ନୂଆ ଓ ଛାତ୍ର ବୃତ୍ତି

ଭୁବନେଶ୍ୱର,୨୬/୨: ରାଜ୍ୟ ସରକାର ସୋମବାର ୩ଟି ଜିଲାର ଛାତ୍ରୀଛାତ୍ରଙ୍କୁ ବଡ଼ ଉପହାର ପ୍ରଦାନ କରିଛନ୍ତି। ଆଜି ସମ୍ବଲପୁର, ଦେବଗଡ଼ ଏବଂ ଅନୁଗୋଳ ଜିଲାର ଯୁକ୍ତ ୩ ତିନି ଏବଂ ପିଜି ଛାତ୍ରୀଛାତ୍ରଙ୍କୁ ନୂଆ-ଓ ସ୍କଲାରଶିପ୍ ବଣ୍ଟନ କରାଯାଇଛି।
୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଛାତ୍ରୀଙ୍କୁ ବାର୍ଷିକ ୧୦ ହଜାର ଓ ଛାତ୍ରଙ୍କୁ ୯ ହଜାର ଟଙ୍କା ଲେଖାଏ ସ୍କଲାରଶିପ୍ ଏବଂ ସାର୍ଟିଫିକେଟ୍ ପ୍ରଦାନ କରିଛନ୍ତି। ଉଚ୍ଚଶିକ୍ଷାରେ ଅର୍ଥ ଆଉ ବାଧକ ସାଜିବନି ବୋଲି ସରକାର ଏହି ଛାତ୍ରବୃତ୍ତି ପ୍ରଦାନ କରିଛନ୍ତି।

Related Posts

Seo wordpress plugin by www.seowizard.org.