Odisha News

ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର; ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୬/୮: ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଥିବା ବେଳେ ୧୧ ଜିଲାକୁ ଅରେଞ୍ଜ ଆଲର୍ଟ ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର। ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସହ ପ୍ରବଳ ଘଡ଼ଘଡ଼ି ମାରିବାର ସମ୍ଭାବନା ରହିଛି। ଏନେଇ ଖୋର୍ଦ୍ଧା, କଟକ, ଗଞ୍ଜାମ, ଗଜପତି, ପୁରୀ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, ଭଦ୍ରକ, କୋରାପୁଟ, ଦେବଗଡ଼କୁ ସତର୍କ ସୂଚନା ଜାରି କରାଯାଇଛି।
ଏହି ସମୟରେ ବାହାରକୁ ନ ବାହାରିବା ପାଇଁ ପାଣିପାଗ କେନ୍ଦ୍ର ସତର୍କ କରାଇଛି।

Related Posts

Seo wordpress plugin by www.seowizard.org.