Odisha News

୨ରୁ ୩ ଡିଗ୍ରୀ ବଢିବ ରାତି ତାପମାତ୍ରା, ଆହୁରି ଦୁଇ ଘନ କୁହୁଡ଼ି

ଭୁବନେଶ୍ବର,୧୮/୨: ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ଘନ କୁହୁଡ଼ି ଲାଗି ରହିବ। ତାହାକୁ ନଜରରେ ରଖି ସ୍ବତନ୍ତ୍ର ରିଲିଫ୍ କମିସନର ୨୪ ଜିଲ୍ଲାକୁ ସତର୍କ କରିଛନ୍ତି। ଯାନବାହନ ଚଳାଚଳ ଉପରେ ଜିଲ୍ଲାପାଳ ଓ ଏସ୍ପି ତୀକ୍ଷ୍ଣ ନଜର ରଖିବାକୁ ପରାମର୍ଶ ଦିଆଯାଇଛି।
ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଜଗତ୍ସିଂହପୁର, ଭଦ୍ରକ, ବାଲେଶ୍ବର, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଗଜପତି, କୋରାପୁଟ, ରାୟଗଡ଼ା, କଳାହାଣ୍ଡି, ସୁବର୍ଣ୍ଣପୁର, ବୌଦ୍ଧ, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଦେବଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାରେ ଘନ କୁହୁଡ଼ି ରହିବ।

Related Posts

Seo wordpress plugin by www.seowizard.org.