Odisha News

୨୦ରେ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ; ଆଜି ସରିବ ପ୍ରଚାର

ଭୁବନେଶ୍ୱର,୧୮।୫: ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଆସନ୍ତା ୨୦ ତାରିଖରେ ଅନୁଷ୍ଠିତ ହେବ। ଏଥିପାଇଁ ଆଜି ସରିବ ପ୍ରଚାର। ଶେଷଦିନରେ ତିନି ପ୍ରମୁଖ ଦଳ ପ୍ରଚାରକୁ ଜୋରଦାର କରିବେ। ନିର୍ବାଚନ ପ୍ରଚାର ଶେଷଦିନରେ ବହୁ କେନ୍ଦ୍ରୀୟ ନେତା ପ୍ରଚାର କରିବେ।
ଦ୍ୱିତୀୟ ପର୍ଯ୍ୟାୟରେ ପ୍ରଦୀପ ପୁରୋହିତ, ସଙ୍ଗୀତା ସିଂଦେଓ, ଜୁଏଲ ଓରାମ, ଅଚ୍ୟୁତ ସାମନ୍ତ, ବିକ୍ରମ କେଶରୀ ଆରୁଖ, ସୁଶାନ୍ତ ସିଂ, କଳିକେଶ ସିଂଦେଓ, ନିରଂଜନ ପୂଜାରୀ, ପଦ୍ମନାଭ ବେହେରା, ପ୍ରଦୀପ ଅମାତଙ୍କ ଭଳି ହେଭିୱେଟ ଅଛନ୍ତି। ଦ୍ୱିତୀୟ ପର‌୍ୟ୍ୟାୟରେ ୫ ସଂସଦୀୟ ଏବଂ ୩୫ ଆସନରେ ମତଦାନ ହେବ।

Related Posts

Seo wordpress plugin by www.seowizard.org.