Home Archive by category Bollywood (Page 2)

Bollywood

Bollywood Odisha News
ନୂଆଦିଲ୍ଲୀ, ୨୬/୨: ଗଜଲ ଗାୟକ ପଙ୍କଜ ଉଧାସଙ୍କ ପରଲୋକ ହୋଇଛି । ସେ ଦୀର୍ଘଦିନ ଧରି ଅସୁସ୍ଥ ହୋଇ ଚିକିତ୍ସିତ ଥିଲେ । ମୃତ୍ୟୁବେଳକୁ ତାଙ୍କୁ ୭୨ ବର୍ଷ ବୟସ ହୋଇଥିଲା ।ତାଙ୍କ ଝିଅ ନାୟାବ ଉଧାସ ଏକ ବିବୃତି ଜାରି କରି ତାଙ୍କ ମୃତ୍ୟୁ ସମ୍ପର୍କରେ ସୂଚନା ଦେଇଛନ୍ତି। ତାଙ୍କ ଦ୍ବାରା ଜାରି ଏକ ବିବୃତିରେ ଲେଖାଯାଇଛି, “ଦୀର୍ଘ ଦିନ ଧରି ଅସୁସ୍ଥ ରହିବା ପରେ ୨୬ ଫେବୃଆରୀ ୨୦୨୪ରେ ପଦ୍ମଶ୍ରୀ ପଙ୍କଜ ଉଧାସଙ୍କ ବିୟୋଗ […]Continue Reading
Bollywood
ବ୍ରହ୍ମପୁର,୨୩/୨: ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଆଙ୍କୋଲି ସୂର୍ଯ୍ୟନଗରରେ ରହୁଥିବା ଜଣେ ଛାତ୍ର ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ନାମ ଦେବାଶିଷ ସେଠୀ(୧୭) ବୋଲି ପୁଲିସ କହିଛି। ବୈଦ୍ୟନାଥପୁର ଥାନା ପୁଲିସ କେସ୍ ନମ୍ବର ୧୦୦/୨୪ରେ ଅପମୃତ୍ୟୁ ମାମଲା ରୁଜୁ କରିଛି। ପରୀକ୍ଷାରେ କପି କରି ଧରାପଡ଼ିବାରୁ ଛାତ୍ର ଜଣକ ମାନସିକ ଭାରସାମ୍ୟ ହରାଇ ଆତ୍ମହତ୍ୟା କରିଥିବା ପୁଲିସର ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି।ସୂଚନା ଅନୁସାରେ, ସୂର୍ଯ୍ୟନଗରରେ ରହୁଥିବା Continue Reading
Bollywood
ମୁମ୍ବାଇ, ୨୦/୨ : ହୃଦଘାତ ନେଲା ଲୋକପ୍ରିୟ ଟେଲି ଅଭିନେତା ଋତୁରାଜ ସିଂହଙ୍କ ଜୀବନ। ସେ ୧୯୯୩ରେ ଟିଭିରେ ଡେବ୍ୟୁ କରିଥିବା ବେଳେ ‘ହୋଗି ଅପନି ବାତ୍’, ‘ଜ୍ୟୋତି’, ‘ହିଟଲର ଦିଦି’, ‘ଶପଥ’, ‘ଆହଟ୍, ଅଦାଲତ’, ‘ଦିୟା ଅର ବାତି ହମ୍’ ଭଳି ଅନେକ ଭାରତୀୟ ଟିଭି ସୋ’ରେ ସେ ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ। ଆଜି ଅଭିନେତାଙ୍କର ହଠାତ୍ ଦେହାନ୍ତ ଖବର ଶୁଣି ପ୍ରଶଂସକମାନେ ଚକିତ ହୋଇଯାଇଛନ୍ତି।ଋତୁରାଜଙ୍କ ଘନିଷ୍ଠ ବନ୍ଧୁ ଅମିତ ଭେଲ ତାଙ୍କ ମୃତ୍ୟୁ […]Continue Reading
Bollywood Odisha News
ମୁମ୍ବାଇ, ୧୯/୨ : ‘ଦେବୋଁ କା ଦେବ ମହାଦେବ’ରେ ପାର୍ବତୀ ଭୂମିକାରେ ଅଭିନୟ କରି ଲୋକପ୍ରିୟ ହୋଇଥିବାଅଭିନେତ୍ରୀ ସୋନାରିକା ଭଦୋରିଆ ଏକ ନୂତନ ଜୀବନରେ ପାଦ ଦେଇଛନ୍ତି। ଗତ କିଛି ବର୍ଷ ହେବ ଡେଟ୍ କରୁଥିବା ଯୁବକଙ୍କୁ ବିବାହ କରିଛନ୍ତି ସୋନାରିକା। ଦୀର୍ଘ ଦିନର ପ୍ରେମିକ ବିକାଶ ପରାଶରଙ୍କ ସହ ସେ ରବିବାର ବିବାହ ବନ୍ଧନରେ ବାନ୍ଧି ହୋଇଥିବା ଜଣାପଡ଼ିଛି।ସୋସିଆଲ ମିଡିଆରେ ସେମାନଙ୍କ ବିବାହର ପ୍ରଥମ ଝଲକ ଦେଖିବାକୁ ମିଳିଛି। ତାଙ୍କ ବରମାଲାର ଭିଡିଓ ସହ Continue Reading
Bollywood
ବମ୍ବେ,୧୬/୨: ଆଉ ନାହାନ୍ତି ଟେଲି ପରଦାର ଲୋକପ୍ରିୟ ଧାରାବାହିକ ’ଉଡାନ’ ଫେମ୍ ଅଭିନେତ୍ରୀ କବିତା ଚୌଧୁରୀ। ହୃଦଘାତରେ ତାଙ୍କର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ବୟସ ହୋଇଥିଲା। ଅଭିନେତ୍ରୀଙ୍କ ଭଣଜା ଅଜୟ ସୟାଲ ଏନେଇ ସୂଚନା ଦେଇଛନ୍ତି। ତେବେ ଏହି ଖବର ସାମ୍ନାକୁ ଆସିବା ପରେ ମନୋରଞ୍ଜନଜଗତରେ ଶୋକର ଛାୟା ଖେଳିଯାଇଛି ।କବିତା କର୍କଟ ରୋଗରେ ପୀଡିତ ଥିଲେ। କିଛି ଦିନ ତଳେ ହୃଦଘାତର ଶିକାର ହୋଇ ସେ ଅମୃତସରର ପାର୍ବତୀ ଦେବୀ […]Continue Reading
Bollywood Odisha News
ନୂଆଦିଲ୍ଲୀ, ୧୩/୨: ଛାତି ଯନ୍ତ୍ରଣା ଅନୁଭବ କରିବା ପରେ ଶନିବାର (ଫେବ୍ରୁଆରି ୧୦) କୋଲକାତାର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ ବରିଷ୍ଠ ଅଭିନେତା ମିଥୁନ ଚକ୍ରବର୍ତ୍ତୀ।ତାଙ୍କୁ ଏବେ ଡାକ୍ତରଖାନାରୁ ଡିସଚାର୍ଜ କରାଯାଇସାରିଛି। ନ୍ୟୁଜ୍ ଏଜେନ୍ସି ପିଟିଆଇର ରିପୋର୍ଟ ଅନୁଯାୟୀ ସୋମବାର (ଫେବ୍ରୁଆରି ୧୨) ଅପରାହ୍ନରେ ମିଥୁନଙ୍କୁ ଡିସଚାର୍ଜ କରାଯାଇଛି।ମିଥୁନ ଏହା ମଧ୍ୟ କହିଛନ୍ତି ଯେ ସେ ସମ୍ପୂର୍ଣ୍ଣ ଭଲ ଅଛନ୍ତି ଏବଂ ତାଙ୍କର ଆଗାମୀ Continue Reading
Seo wordpress plugin by www.seowizard.org.