ବରଗଡ଼, ୩୦/୭: ବରଗଡ଼ ସଚେତନ ନାଗରିକ କମିଟି ପକ୍ଷରୁ ଆଜି ୧୨ଘଣ୍ଟିଆ ବରଗଡ଼ ବନ୍ଦ ଡ଼ାକରା ଦିଆଯାଇଛି। ବରଗଡ଼ ବିକାଶ ଫାଷ୍ଟ ଷ୍ଟେପରେ ପଢୁଥିବାଛାତ୍ର ଆଦିତ୍ୟରାଜର ମୃତ୍ୟୁକୁ ନେଇ ଏହି ବନ୍ଦ ଡାକରା ଦିଆଯାଇଛି। ସ୍କୁଲ କର୍ତ୍ତୃପକ୍ଷଙ୍କ ଅବହେଳା ଯୋଗୁ ଛାତ୍ରର ମୃତ୍ୟୁ ଘଟିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି।ସ୍କୁଲ କର୍ତ୍ତୃପକ୍ଷ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ, ସମସ୍ତ ସ୍କୁଲ ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ପ୍ରାଥମିକତା ଦେବା ଓ ଆଦିତ୍ୟରାଜ Continue Reading