Home Posts tagged 159 new corona cases in odisha
Odisha News
ଭୁବନେଶ୍ୱର ୧୩/୯ : ମଙ୍ଗଳବାର ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୫୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୩ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୬୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୮ ଜଣ ସଂକ୍ରମିତ ରହିଛନ୍ତି ।ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୦୫୯୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ […]Continue Reading
Seo wordpress plugin by www.seowizard.org.