Home Posts tagged 17 proposals approved by state cabinet
Odisha News
ଭୁବନେଶ୍ବର,୯/୩: ରାଜ୍ୟ କ୍ୟାବିନେଟ୍ ବୈଠକରେ ଶନିବାର ସନ୍ଧ୍ୟାରେ ୧୭ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ ବୈଠକରେ ରାଜସ୍ୱ ବିପର୍ଯ୍ୟୟ ପରିଚାଳନା ବିଭାଗର ୩ଟି ପ୍ରସ୍ତାବ ମଞ୍ଜୁରୀ ମିଳିଛି। ବୈଠକରେ ରାଜ୍ୟର ସମସ୍ତ ୟୁଜି (ସ୍ନାତକ) ଓ ପିଜି (ସ୍ନାତକୋତ୍ତର) ପିଲାଙ୍କୁ ନୂଆ-ଓ ଛାତ୍ରବୃତ୍ତି ମିଳିବ ବୋଲି ମଧ୍ୟ ନିଷ୍ପତ୍ତି ହୋଇଛି।ପୂର୍ବରୁ କେବଳ ଉଚ୍ଚଶିକ୍ଷା ବିଭାଗ Continue Reading
Seo wordpress plugin by www.seowizard.org.