Home Posts tagged 2 RETIRED IAS RESIGNED CMO
Odisha News
ଭୁବନେଶ୍ୱର, ୬/୬: ଚଳିତ ସାଧାରଣ ନିର୍ବାଚନରେ ବିଜେଡି ହାରିବା ପରେ ମୁଖ୍ୟମନ୍ତ୍ରୀ ପଦରୁ ନବୀନ ପଟ୍ଟନାୟକ ୫ ତାରିଖରେ ଇସ୍ତଫା ଦେଇଛନ୍ତି। ତାଙ୍କ ସହ ଏବେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ନିଯୁକ୍ତ ଅନେକ ବରିଷ୍ଠ ଅଫିସର ଇସ୍ତଫା ଦେବା ଆରମ୍ଭ କରିଛନ୍ତି। କେତେକଙ୍କ କାର୍ଯ୍ୟକାଳ ଅତିବେଶୀରେ ମୁଖ୍ୟମନ୍ତ୍ରୀଙ୍କ କାର‌୍ୟ୍ୟକାଳ ସହ ସମାନ ଥିବାରୁ ସେମାନେ ଇସ୍ତଫା ଦେବାକୁ ବାଧ୍ୟ ହୋଇଛନ୍ତି।ମୁଖ୍ୟମନ୍ତ୍ରୀଙ୍କ ଅଫିସର ମୁଖ୍ୟ ପରାମର୍ଶଦାତା ଭାବେ ଗତ ନଭେମ୍ବର Continue Reading
Seo wordpress plugin by www.seowizard.org.