Home Posts tagged 2024-25 state budget
Odisha News
ଭୁବନେଶ୍ବର, ୮/୨ : ବିଧାନସଭାରେ ଆଗତ ହୋଇଛି ୨୦୨୪-୨୫ ଆର୍ଥିକ ବର୍ଷର ଅନ୍ତରୀଣ ବଜେଟ । ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ୧ ଲକ୍ଷ ୧୮ ହଜାର କୋଟିର କାମଚଳା ବଜେଟ୍ ଉପସ୍ଥପାନ କରିଛନ୍ତି । ନିଜର ବଜେଟ ଉପସ୍ଥାପନ ବେଳେ ସେ କହିଛନ୍ତି ଯେ ଓଡ଼ିଶା ୧୦୦ ନିୟୁତ ଡଲାର ଅର୍ଥନୀତିରେ ପରିଣତ ହୋଇଛି ।୨୦୨୩-୨୪ ଆର୍ଥିକ ବର୍ଷରେ ଓଡ଼ିଶାର ହାରାହାରି ଅଭିବୃଦ୍ଧି ହାର ୭.୨୫ ପ୍ରତିଶତରେ ପହଞ୍ଚିଛି, ଯାହାକି ଜାତୀୟ ହାରଠାରୁ ୧ ପ୍ରତିଶତ […]Continue Reading
Seo wordpress plugin by www.seowizard.org.