Home Posts tagged 254 new covid-19 cases in odisha
Odisha News
ଭୁବନେଶ୍ବର: ୯/୯: ଶୁକ୍ରବାର ବି ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ୨ ଶହ ଉପରେ ରହିଛି। ଗତକାଲି ୨୩୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୫୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୪୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୦୫ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି।ଏଥିମଧ୍ୟରେ ୩୨ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର […]Continue Reading
Seo wordpress plugin by www.seowizard.org.