Home Posts tagged 3 died and 2 injured in thunderstrom
Odisha News
ବରଗଡ଼,୨୬/୬: ବର୍ଷାରୁ ବର୍ତ୍ତିବା ପାଇଁ ଗଛ ତଳେ ଛିଡ଼ା ହୋଇଥିବା ବେଳେ ବଜ୍ରପାତ ହୋଇଛି। ଏଥିରେ ୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୨ ଜଣ ଗୁରୁତର ଅଛନ୍ତି। ବରଗଡ଼ ଜିଲ୍ଲା ପଦ୍ମପୁର ବ୍ଲକ୍ ଖଲିଆପାଲି ପଞ୍ଚାୟତ ଦୁଆନଡିହି ଗାଁରେ ଆଜି ଅପରାହ୍ଣରେ ଏହି ଅଭାବନୀୟ ଘଟଣା ଘଟିଛି। ମୃତକମାନଙ୍କର ପରିଚୟ ମିଳିପାରି ନାହିଁ।ସୂଚନା ଅନୁସାରେ ଆଜି ଅପରାହ୍ଣରେ ରାଜ୍ୟର ଅନ୍ୟ ସ୍ଥାନ ଭଳି ବରଗଡ଼ ଜିଲ୍ଲା ପଦ୍ମପୁର ବ୍ଲକ୍ ଖଲିଆପାଲି ପଞ୍ଚାୟତ ଦୁଆନଡିହି ଗାଁରେ Continue Reading
Seo wordpress plugin by www.seowizard.org.