
ମୋହନା, ୭/୭: ଗଜପତି ଜିଲ୍ଲା ମୋହନା ଅଞ୍ଚଳରେ ଚାଉମିନ୍ ଫ୍ୟାକ୍ଟ୍ରିରେ ଶ୍ଵାସରୁଦ୍ଧ ହୋଇ ୩ଜଣଙ୍କ ମୃତ୍ୟୁ ଘଟିଥିବାର ସୂଚନା ମିଳିଛି।ମିଳିଥିବା ସୂଚନା ଅନୁଯାୟୀ, ମୋହନା ବ୍ଲକର ନାଢେପସାହି ଯିବା ରାସ୍ତାରେ ଥିବା ଚାଉମିନ୍ ଫ୍ୟାକ୍ଟ୍ରିରେ ଗ୍ୟାସ ଲିକରୁ ଶ୍ଵାସରୁଦ୍ଧ ହୋଇ ତିନି ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି।ସେମାନଙ୍କୁ ଅଗ୍ନିଶମ ବାହିନୀର କର୍ମଚାରୀମାନେ ଉକ୍ତ ୩ଜଣଙ୍କୁ କବାଟ ଭାଙ୍ଗି ଉଦ୍ଧାର କରିଥିଲେ। ସେମାନଙ୍କୁ ଗୁରୁତର ଅବସ୍ଥାରେ Continue Reading