Home Posts tagged 3 people injured in lighting
Odisha News
ଆନନ୍ଦପୁର/ଭଦ୍ରକ,୨୨/୭: ରାଜ୍ୟର ଦୁଇଟି ଭିନ୍ନ ଭିନ୍ନ ସ୍ଥାନରେ ବଜ୍ରାଘାତରେ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ଘଟଣା ଦୁଇଟି ଘଟିଛି କେନ୍ଦୁଝର ଓ ଭଦ୍ରକ ଜିଲ୍ଲାରେ।କେନ୍ଦୁଝର ଜିଲ୍ଲା ହାଟଡ଼ିହି ବ୍ଲକ୍ ଅନ୍ତର୍ଗତ ବାହାରିପୁର ଗାଁରେ ବିଲରେ କାମ କରୁଥିବା ବେଳେ ବଜ୍ରାଘାତ ଯୋଗୁ ଦୁଇ ଜଣଙ୍କର ମୃତ୍ୟୁ ଗଟିଛି। ମୃତକ ଦ୍ୱୟ ହେଉଛନ୍ତି- ନୃସିଂହ ଜେନା ଓ କାହ୍ନୁ ଜେନା। ଦୁଇ ଜଣଙ୍କ ମୃତ୍ୟୁକୁ ନେଇ ଗାଁରେ ଶୋକାକୁଳ ପରିବେଶ […]Continue Reading
Seo wordpress plugin by www.seowizard.org.