Home Posts tagged 470 CORONA POSITIVE IN ODISHA
Odisha News
ଭୁବନେଶ୍ବର, ୮/୭: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଶୁକ୍ରବାର ପୁଣି ବଢ଼ିଛି। ଗତ ୧୧ଦିନ ହେଲା ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ତିନି ଅଙ୍କରୁ ତଳକୁ ଖସୁନଥିବା ବେଳେ ଶୁକ୍ରବାର ଦିନ ୪୭୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।ଗତକାଲି ୪୨୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ମାତ୍ର ୪୭୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୭୬ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୯୪ […]Continue Reading
Seo wordpress plugin by www.seowizard.org.