Home Posts tagged 50 THOUSAND HELP TO BHAGABAT TUNGI
Odisha News
ଭୁବନେଶ୍ବର,୧୨/୩: ଭାଗବତ ଟୁଙ୍ଗୀ ଆମ ଗ୍ରାମ୍ୟ ଜୀବନର ଆଧ୍ୟାତ୍ମିକ, ସାଂସ୍କୃତିକ ଓ ସାମାଜିକ ପ୍ରାଣ କେନ୍ଦ୍ର। ସାରା ଗାଁକୁ ଏକତାର ସୂତ୍ରରେ ବାନ୍ଧି ରଖିଥାଏ ଭାଗବତ ଟୁଙ୍ଗୀ। ଆମ ସଂସ୍କୃତି ଓ ପରମ୍ପରାର ଏହି ମହାନ ପ୍ରତୀକ ଭାଗବତ ଟୁଙ୍ଗୀ ହେଉଛି ଓଡିଆ ଜାତିର ସାଂସ୍କୃତିକ ଅସ୍ମିତାର ଏକ ଗୌରବମୟ ପରିଚୟ।ଆମ ରାଜ୍ୟରେ ଥିବା ୭୨୦୦ଟି ଭାଗବତ ଟୁଙ୍ଗୀଗୁଡିକୁ ଅଧିକ କ୍ରିୟାଶୀଳ କରିବା ନିମନ୍ତେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରତି ଭାଗବତ ଟୁଙ୍ଗୀ ପାଇଁ Continue Reading
Seo wordpress plugin by www.seowizard.org.