Home Posts tagged 509 covid 19 cases in odisha
Odisha News
ଭୁବନେଶ୍ୱର, ୧୨/୭ : ମଙ୍ଗଳବାର ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୦୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୯୯ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୨୧୦ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୫୨ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୯୪୫୮୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ […]Continue Reading
Seo wordpress plugin by www.seowizard.org.