
ଭୁବନେଶ୍ୱର,୫/୧: ଡିଜିଟାଲ ସେବାରେ ଏକ ଯୁଗାନ୍ତକାରୀ ପଦକ୍ଷେପ ସ୍ୱରୂପ ଓଡ଼ିଶାରେ ଗୁରୁବାର ଆରମ୍ଭ ହୋଇଛି ବହୁ ପ୍ରତିକ୍ଷିତ 5G ସେବା । ଭୁବନେଶ୍ୱରରେ ଆୟୋଜିତ ଏକ କାର୍ୟ୍ୟକ୍ରମରେ ଯୋଗ ଦେଇ ଏହାର ଶୁଭାରମ୍ଭ କରିଛନ୍ତି କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ।ପ୍ରାଥମିକ ପର୍ୟ୍ୟାୟରେ ଟ୍ୱିନ୍ ସିଟି ସହ କିଛି ସହରରେ ଯୋଡ଼ି ହେଲା 5G ସେବା । ଏଣିକି ୪ଏ ତୁଳନାରେ ୧୦ ଗୁଣା ଅଧିକ ସ୍ପିଡ୍ ହେବ ଇଣ୍ଟରନେଟ୍ । ଧିରେ ଧିରେ ଅନ୍ୟ ସହର […]Continue Reading