ପୁରୀ/ସାକ୍ଷୀଗୋପାଳ, ୧୬/୪: ଓଡ଼ିଶା ସରକାରଙ୍କ ୫-ଟି ସଚିବ ଭି.କେ ପାଣ୍ଡିଆନ ଆଜି ସକାଳେ ପୁରୀ ଜିଲ୍ଲାର ପବିତ୍ର ମାଟି ତଥା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜନ୍ମପୀଠ ପରିଦର୍ଶନ କରିଛନ୍ତି।୫-ଟି ସଚିବ ଭୁବନେଶ୍ୱରରୁ ଗସ୍ତ କରି ସୁଆଣ୍ଡୋରେ ସକାଳ ୭ଟାରେ ପହଞ୍ଚିଥିଲେ। ସେ ପ୍ରାୟ ୪୦ ମିନିଟ୍ ପର୍ଯ୍ୟନ୍ତ ଗୋପବନ୍ଧୁଙ୍କ ଜନ୍ମପୀଠରେ ରହି ବିଭିନ୍ନ କାର୍ଯ୍ୟର ସମୀକ୍ଷା କରି ଫେରିଯାଇଥିଲେ।୫-ଟି ସଚିବ ଭିକେ ପାଣ୍ଡିଆନ ସୁଆଣ୍ଡୋରେ ବିଭିନ୍ନ ପ୍ରକଳ୍ପର Continue Reading