Home Posts tagged 64 foundation day of nandankanan zoo
Odisha News
ଭୁବନେଶ୍ୱର ,୨୯/୧୨ : ଭୁବନେଶ୍ୱର ସ୍ଥିତ ନନ୍ଦନକାନନ ପ୍ରାଣୀ ଉଦ୍ୟାନର ଆଜି ପ୍ରତିଷ୍ଠା ଦିବସ। ୬୪ତମ ପ୍ରତିଷ୍ଠା ଦିବସରେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ପ୍ରଦୀପ ଅମାତ ଯୋଗଦେଇ ବିଭିନ୍ନ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ। ଏହି ଅବସରରେ ନନ୍ଦନକାନନର ବାର୍ଷିକ ରିପୋର୍ଟ ପ୍ରକାଶ କରିବା ସହ ନନ୍ଦନକାନନର ଥିମ୍ ସଙ୍ଗ ରିଲିଜ ହେବ।ସେହିପରି ୱାଲାବି ଏନକ୍ଲୋଜରର ଉଦଘାଟନ, କ୍ୟୋସେୱାରୀ ଓ ଅଷ୍ଟ୍ରିଜ୍କୁ ସ୍ୱତନ୍ତ୍ର ଖୁଆଡରେ ଛଡାଯିବାର କାର୍ଯ୍ୟକ୍ରମ ରହିଛି। ଏଥିସହ Continue Reading
Seo wordpress plugin by www.seowizard.org.