Home Posts tagged 8 DEADBODY FOUND IN JHARSUGUDA
Odisha News
ଝାରସୁଗୁଡା,୨୦/୪: ମହାନଦୀ ଡଙ୍ଗାବୁଡି ଘଟଣାରେ ଆଉ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି। ଏହାକୁ ମିଶାଇ ମୋଟ ୮ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ଆଜି ସକାଳୁ ୬ ଜଣଙ୍କ ମୃତଦେହ ଉଦ୍ଧାର ହୋଇଥିଲା। ମୃତକଙ୍କ ମଧ୍ୟରେ ୫ ମହିଳା ଓ ୩ ନାବାଳକ ଥିବା ସୂଚନା ମିଳିଛି।ପୋଲିସ ଓ ଅଗ୍ନିଶମ ବାହିନୀ ଗତକାଲି ଠାରୁ ଉଦ୍ଧାର କାର‌୍ୟ୍ୟ ଜାରି ରଖିଛନ୍ତି। ତେବେ ଆଜି ସକାଳୁ ଆଉ ୬ ଜଣଙ୍କ ମୃତଦେହ ଉଦ୍ଧାର ହୋଇଥିବାବେଳେ ବର୍ତ୍ତମାନ ମୃତକଙ୍କ […]Continue Reading
Seo wordpress plugin by www.seowizard.org.