Home Posts tagged 9 districts
Odisha News
ଭୁବନେଶ୍ୱର,୯/୨: ରାଜ୍ୟର ୯ ଜିଲ୍ଲା ହେବ ଫାଇଲେରିଆ ମୁକ୍ତ। ଏ ନେଇ ଘୋଷଣା କରିବାକୁ କେନ୍ଦ୍ରକୁ ପ୍ରସ୍ତାବ ଦେଇଛି ସ୍ୱାସ୍ଥ୍ୟ ବିଭାଗ। ପୁରୀ, ମାଲକାନଗିରି, ନବରଙ୍ଗପୁର, କୋରାପୁଟ, ଗଜପତି, କେନ୍ଦ୍ରାପଡା, ବୌଦ୍ଧ, ଜଗତସିଂହପୁର ଓ ଦେବଗଡ଼ ଜିଲ୍ଲା ହେବ ଫାଇଲେରିଆ ମୁକ୍ତ। ଜନ ସ୍ଵାସ୍ଥ୍ୟ ବିଭାଗ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି।୨୧ଟି ଜିଲ୍ଲାରେ ଫାଇଲେରିଆ ନିରାକରଣ ପାଇଁ ଅଭିଯାନ ଆରମ୍ଭ ହେବ। ପ୍ରଥମ ପର୍ଯ୍ୟାୟରେ ୧୦ଟି ଜିଲ୍ଲାରେ ଏହି ଅଭିଯାନ ଚାଲିବ। Continue Reading
Seo wordpress plugin by www.seowizard.org.