Home Posts tagged Accident
Odisha News
ଯାଜପୁର,୧୬/୨: ଯାଜପୁର ଜିଲା ପାଣିକୋଇଲି ଥାନା ଚାନ୍ଦପୁର ଛକ ନିକଟରେ ରବିବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି।ଏକ ଟ୍ରକ୍ ଭାରସାମ୍ୟ ହରାଇ କାର୍‌କୁ ଧକ୍କା ଦେଇଛି। ଫଳରେ ଦୁର୍ଘଟଣାରେ ୨ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରୁ ଜଣେ ବାଲେଶ୍ୱର ଜିଲାରେ ଊଝଚ ଭାବେ କାର‌୍ୟ୍ୟରତ ବଳରାମ ନାୟକ ବୋଲି ଜଣାପଡିଥିବା ବେଳେ ଅନ୍ୟଜଣଙ୍କ ପରିଚୟ ମିଳିପାରି ନାହିଁ।ମିଳିଥିବା ସୂଚନା ମୁତାବକ, ଊଝଚ ବଳରାମ ଏକ କାର୍ ଯୋଗେ କେନ୍ଦୁଝର ଘଟଗାଁ ଘରକୁ ଯାଉଥିଲେ। ହେଲେ Continue Reading
Odisha News
ସମ୍ବଲପୁର, ୧୦/୨: ସମ୍ବଲପୁର ଜିଲ୍ଲା ରେଢ଼ାଖୋଲରେ ଏକ ବାଲି ବୋଝେଇ ଟ୍ରକ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ଟ୍ରକ୍ ବ୍ରିଜର ତଳକୁ ନ ଖସି ଅଧାରେ ଝୁଲି ରହିଛି । ଫଳରେ ସେଥିରେ ଥିବା ଡ୍ରାଇଭର ଫସି ରହିଛନ୍ତି । ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଁଚି ଡ୍ରାଇଭରକୁ ଉଦ୍ଧାର କରିବାକୁ ଉଦ୍ୟମ ଜାରି ରଖିଛି ।ମିଳିଥିବା ପ୍ରାଥମିକ ସୂଚନା ମୁତାବକ, ହାଇୱା ଟ୍ରକଟି ମହାନଦୀରୁ ବାଲି ଉଠାଇ ରେଢ଼ାଖୋଲ ରାସ୍ତାରେ ଯାଉଥିଲା । ସକାଳ ପ୍ରାୟ ୫ଟା […]Continue Reading
Odisha News
ଭୁବନେଶ୍ୱର, ୨୮/୧୨: ଭୁବନେଶ୍ୱର ଜାଭିୟର ଛକରେ ରବିବାର ସନ୍ଧ୍ୟାରେ ଏକ ସିରିଜ ଦୁର୍ଘଟଣା ଘଟିଛି। ଏକ କାର୍ ପଛକୁ ପଛ ପିକଅପ୍ ଭ୍ୟାନ ଏବଂ ଅଟୋକୁ ଧକ୍କା ଦେଇଛି। ଦୁର୍ଘଟଣାରେ ୭ରୁ ଉର୍ଦ୍ଧ୍ୱ ଆହତ ହୋଇଛନ୍ତି। ଅନ୍ୟପକ୍ଷେ ସ୍ଥାନୀୟ ଲୋକେ ଦୁର୍ଘଟଣା ଘଟାଇଥିବା ଡ୍ରାଇଭରଙ୍କୁ ଧରି ନିସ୍ତୁକ ମାଡ଼ ମାରିଛନ୍ତି। ଏନେଇ ଘଟଣାସ୍ଥଳରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି।ଅନ୍ୟପକ୍ଷେ ସିରିଜ ଦୁର୍ଘଟଣାକୁ ନେଇ ପୋଲିସ-ଜନସାଧାରଣଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଛି। Continue Reading
Odisha News
ନୀଳଗିରି, ୧୭/୧୨ : ବାଇକକୁ ପିଟିଲା ଟ୍ରକ ଚାଲିଗଲା ଯୁବ ସାମ୍ବାଦିକଙ୍କ ଜୀବନ। ଶେରଗଡ ଝରଣଘାଟୀ ୧୯ ନଂ ରାଜ୍ୟ ରାଜପଥର ଭାଲୁକାଶୁଣୀ ଛକରେ ଘଟିଛି ଏଭଳି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଯୁବକ ଜଣକ ସୋର ନିକଟସ୍ଥ ଦହିସଡ଼ା ଗ୍ରାମର ସଞ୍ଜୀବ ବେହେରା(୩୮) ବୋଲି ଜଣାପଡ଼ିଛି।ସଞ୍ଜୀବ ସୋରରୁ ଉଦଳା ଅଭିମୁଖେ ଯାଉଥିବା ସମୟରେ ଭାଲୁରାଶୁଣୀ ଛକନିକଟରେ ଅପର ପାର୍ଶ୍ବରୁ ଆସୁଥିବା ତେଲ ବୋଝେଇ ଟ୍ରକଟି ତାଙ୍କୁ ମୁହାଁମୁହିଁ ଧକ୍କା ଦେଇ ଖସିଯାଇଥିଲା।ହେଲେ ଖନ୍ତାପଡ଼ା ପୁଲିସ Continue Reading
Odisha News
ଢେଙ୍କାନାଳ, ୨/୧୨ : ଆଜି ସକାଳୁ ସକାଳୁ ଢେଙ୍କାନାଳ ଜିଲ୍ଲା ୫୫ ନମ୍ବର ଜାତୀୟ ରାଜପଥ କୋରିଆଁ ନିକଟରେ ସଡ଼କ ଦୁର୍ଘଟଣା ଘଟିଛି । ସ୍କୁଲ ବସକୁ ଧକ୍କା ଦେଇଛି ଟ୍ରଲର ।ଫଳରେ ସ୍କୁଲ ବସରେ ଥିବା ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୧୦ରୁ ଅଧିକ ଛାତ୍ରଛାତ୍ରୀଙ୍କ ସହ ଶିକ୍ଷକ ଆହତ ହୋଇଛନ୍ତି । ତୁରନ୍ତ ସେମାନଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।ସୂଚନା ଅନୁସାରେ, କୋରିଆଁ ନିକଟରେ ସ୍କୁଲ ବସ ପ୍ରାୟ […]Continue Reading
Odisha News
ବାଲେଶ୍ୱର,୧୮/୧୧ : ଭାରସାମ୍ୟ ହରାଇ ଡିଭାଇଡରରେ ପିଟି ହେଲା ଯାତ୍ରୀବାହୀ ବସ୍। ଏକ ବଡ଼ ଦୁର୍ଘଟଣାରୁ ବର୍ତ୍ତିଗଲେ ୫୦ରୁ ଅଧିକ ଯାତ୍ରୀ। ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ଥାନା ଅନ୍ତର୍ଗତ ୬୦ ନମ୍ବର ଜାତୀୟ ରାଜପଥ ଲକ୍ଷ୍ମଣନାଥ ଟୋଲଗେଟ୍ ନିକଟରେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ମୃତାହତ କେହି ହୋଇନାହାନ୍ତି।ଆଜି ସକାଳେ ବସଟି ଯାତ୍ରୀମାନଙ୍କୁ ନେଇ କୋଲକାତାରୁ ସୋର ଅଭିମୁଖେ ଆସୁଥିଲା। ଏହି ସମୟରେ ଲକ୍ଷ୍ମଣନାଥ ଟୋଲଗେଟ୍ ନିକଟରେ ବସଟି ଭାରସାମ୍ୟ ହରାଇ Continue Reading
Odisha News
ପୁରୀ, ୩/୧୧ : ଅଧା ରହିଲା ଜଗା ଦର୍ଶନ। ପୁରୀକୁ ଯିବା ନିମନ୍ତେ ଘରୁ ବାହାରିଥିବା ବେଳେ ବାଟରେ ଘଟିଲା ଦୁର୍ଘଟଣା। ଅଟୋକୁ ଏକ ଟ୍ରକ୍ ପଛପଟୁ ଧକ୍କା ଦେବାରୁ ଜଣେ ହବିଷ୍ୟାଳିଙ୍କର ମୃତ୍ୟୁ ଘଟିଥିବା ବେଳେ ଚାଳକଙ୍କ ସମେତ ୩ ଜଣ ଆହତ ହୋଇଛନ୍ତି। ପୁରୀ ଜିଲ୍ଲା ଘଐ-୧୬ ଟାଙ୍ଗୀ ଚଣ୍ଡେଶ୍ୱର ନିକଟରେ ଏହି ଦୁର୍ଘଟଣା ଘଟିଛି। ସମସ୍ତ ଆହତଙ୍କୁ ଟାଙ୍ଗୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।ଆଜି ସକାଳେ କୟଥ ପଲା ଗାଁର ୭ ଜଣ ହବିଷ୍ୟାଳି […]Continue Reading
Odisha News
ଫୁଲନଖରା,୨୪/୯ : କଟକ ସଦର ଥାନା ଅଧୀନ ନୁଆକାଚରାମାଳ ସ୍ଥିତ କେନାଲରୁ ମଙ୍ଗଳବାର କାର୍ ସହ ଜଣେ ଯୁବକଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତକ ବମ୍ପକୁଦ ଗାଁର ଅନିମେଶ ଜେନା ଓରଫ କାହ୍ନା ବୋଲି ଜଣାପଡିଛି।ଖବର ପାଇ କଟକ ସଦର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଗ୍ନିଶମ ବାହିନୀ ସହୟତାରେ ମୃତଦେହ ଉଦ୍ଧାର କରିଥିଲା। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ କଟକ ଏସିବି ମେଡିକାଲକୁ ପଠାଇଛି। ଏନେଇ ପୋଲିସ ଏକ ମାମଲା ରୁଜୁ […]Continue Reading
Odisha News
ବୌଦ୍ଧ , ୧୯/୯ : ରାତି ଅଧରେ ଦ୍ରୁତ ଗତିରେ ଯାଉଥିବା OSRTC ବସ୍ ଭାରସାମ୍ୟ ହରାଇ ବସିଲା। ଏହାପରେ ଗାଡ଼ିଟି ରାସ୍ତା ପାର୍ଶ୍ୱରେ ଛିଡ଼ା ହୋଇଥିବା ଦୁଇଟି ପିକ୍‌ଅପ୍ ଭ୍ୟାନ୍‌କୁ ପିଟି ଚୁରମାର କରିଛି। ଏପରି ଏକ ଦୁର୍ଘଟଣା ଗତ ରାତିରେ ବୌଦ୍ଧ ଫିସରି କାର୍ଯ୍ୟାଳୟ ସମ୍ମୁଖରେ ଘଟିଛି। ଏଥିରେ ବସ୍‌ରେ ଥିବା ପ୍ରାୟ ୪୦ ଯାତ୍ରୀ ସାମାନ୍ୟ ଆହତ ହୋଇଛନ୍ତି।ଙଝଜଞଉ ବସ୍‌ଟି ୪୦ ଯାତ୍ରୀଙ୍କୁ ଧରି ଭୁବନେଶ୍ୱରରୁ ଭବାନୀପାଟଣା ଅଭିମୁଖେ ଯାଉଥିଲା। ଗାଡ଼ିଟି ବୌଦ୍ଧ […]Continue Reading
Odisha News
ସମ୍ବଲପୁର, ୧୪/୯ : ସ୍କୁଲ ଅଟୋକୁ ଧକ୍କା ଦେଲା ଟ୍ରକ୍। ଦୁର୍ଘଟଣାରେ ୩ ଛାତ୍ର ଆହତ ହୋଇଛନ୍ତି। ସମ୍ବଲପୁର ଜିଲ୍ଲା ଏନ୍ଏଚ୍-୫୫ର ହାଲିପାଲି ନିକଟରେ ଏହି ଦୁର୍ଘଟଣା ଘଟିଛି। ଆହତ ଛାତ୍ରଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।ଆଜି ସକାଳେ ଛାତ୍ରଛାତ୍ରୀମାନେ ଅଟୋ ଯୋଗେ ସ୍କୁଲ ଯାଉଥିଲେ। ହାଲିପାଲି ନିକଟରେ ଏକ ଟ୍ରକ୍ ଆସି ଅଟୋକୁ ଧକ୍କା ଦେଇଥିଲା। ଫଳରେ ଅଟୋଟି ଭାରସାମ୍ୟ ହରାଇ ରାସ୍ତାକଡ଼କୁ ତକଳୁ ଖସି ଯାଇଥିଲା। ଦୁର୍ଘଟଣାରେ ୩ ଜଣ ଛାତ୍ର ଆହତ Continue Reading