Home Posts tagged ACCIDENT AT TAPATAPANI HELPER DIES
Odisha News
ସାନଖେମୁଣ୍ଡି, ୨/୬: ଗଞ୍ଜାମ ଜିଲ୍ଲା ତପ୍ତପାଣି ଘାଟି ଯୋକରାପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ମୋହନା(ଗଜପତି)ରୁ ବ୍ରହ୍ମପୁର ଅଭିମୁଖେ ଯାଉଥିବା ଏକ ହଳଦୀ ବୋଝେଇ ଟ୍ରକ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଭାରସାମ୍ୟ ହରାଇ ଟ୍ରକ୍ ଟି ଘାଟି ତଳକୁ ଖସି ଓଲଟି ପଡ଼ିବାରୁ ଘଟଣାସ୍ଥଳରେ ହେଲପରଙ୍କର ମୃତ୍ୟୁ ଘଟିଛି। ଦୁର୍ଘଟଣା ଘଟାଇବା ପରେ ଡ୍ରାଇଭର ଫେରାର ହୋଇଥିବା ଜଣାଯାଇଛି।ମୃତକଙ୍କ ନାଁ ସୁରେଶ କୁମାର ଗୁରୁ। ତାଙ୍କ ଘର ନୟାଗଡ଼ Continue Reading
Seo wordpress plugin by www.seowizard.org.