Home Posts tagged Accident (Page 5)
Odisha News
ଘଟଗାଁ /କେନ୍ଦୁଝର,୧/୧୨ : ତାରିଣୀଦର୍ଶନ ନୋହିଲା। ବାଟରେ ୮ ଜଣଙ୍କୁ ନେଇଗଲା ଯମ। ରାତିରେ ଘରୁ ବାହାରିଥିଲେ। ଭୋର୍ ସମୟରେ ମା’ଙ୍କର ମଙ୍ଗଳଆଳତି ଦେଖିଥାନ୍ତେ। ହେଲେ ତା ଆଗରୁ ସବୁ କିଛି ଓଲଟପାଲଟିଗଲା।ଆଜି ସକାଳେ ଘଟଗାଁ ନିକଟରେ ଘଟିଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଏଥିରେ ପ୍ରାଣ ହରାଇଛନ୍ତି ୮ ଲୋକ। ଏହାଛଡ଼ା ୮ଜଣ ଗୁରୁତର ହୋଇଛନ୍ତି। ଗୁରୁତରମାନଙ୍କ ମଧ୍ୟରୁ ୩ଜଣଙ୍କ ଅବସ୍ଥା ସଂକଟାପନ୍ନ ଥିବା କୁହାଯାଇଛି।ସେମାନଙ୍କୁ କଟକ ବଡ଼ ମେଡିକାଲକୁ Continue Reading
Odisha News
ଦଶପଲ୍ଲା,୨୫/୧୧: ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥର ନୟାଗଡ଼ ଜିଲ୍ଲା ଦଶପଲ୍ଲା ଥାନା ଅଧୀନ ସୁବଳୟା ଛକ ନିକଟରେ ଆଜି ଅପରାହ୍ଣରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ସ୍ଥାନୀୟ ଅଞ୍ଚଳର ୩ ଜଣ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତକମାନେ ହେଲେ ଦୀପକ ମେଡିନିରା, ପରମେଶ୍ବର ଜାନି ଓ ଗୋକୁଳା ନନ୍ଦ ନାୟକ। ମୃତକଙ୍କ ବୟସ ୨୫ରୁ ୩୦ ବର୍ଷ ବୟସ ହେବ।ସୂଚନା ଅନୁସାରେ ଆଜି ଅପରାହ୍ନ ପ୍ରାୟ ୩ଟା ବେଳେ ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର […]Continue Reading
Odisha News
ବ୍ରହ୍ମପୁର,୨୨/୧୦: ଗଞ୍ଜାମ ଖଲିକୋଟ ବ୍ଲକ ବଡ଼ରାମପଲ୍ଲୀ ଗାଁ ନିକଟରେ ଦୁର୍ବୃତ୍ତଙ୍କ ଆକ୍ରମଣରେ ଜଣେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଥିବାର ଖବର ମିଳିଛି।ମୃତ ଯୁବକ ହେଲେ କୋମଣ୍ଡ ଗାଁର କେ ପଦ୍ମରେଡି। ସେହିପରି ଗୁରୁତର ଯୁବକ ଜଣଙ୍କ ଗୁଡିଝର ଗାଁର ନୃସିଂହ ନାଥ ପଣ୍ଡା ବୋଲି ଜଣାଯାଇଛି।ସୂଚନା ମୁତାବକ ଦୁହେଁ ଶନିବାର ରାତି ସାଢ଼େ ୧୦ଟା ବେଳେ ଅଟୋ ଯୋଗେ ପୁରୁଷୋତ୍ତମପୁରରୁ ନିଜ ଗାଁ ଅଭିମୁଖେ ଆସୁଥିବା ବେଳେ ହଠାତ୍ କିଛି Continue Reading
Odisha News
ବାଙ୍ଗିରିପୋଷି,୨୧/୧୦: ମୟୂରଭଂଜ ଜିଲ୍ଲା ବାଙ୍ଗିରିପୋଷି ନିକଟ ଦୁଆରଶୁଣୀ ଘାଟିରେ ଶନିବାର ଅପରାହ୍ଣରେ ଦୁର୍ଘଟଣା ଘଟିଛି। ଆଗରେ ଯାଉଥିବା କାରକୁ ଦ୍ରୁତଗାମୀ ଟ୍ରକ୍ ପଛରୁ ଚାପିଦେଇଛି। ଫଳରେ କାର୍ରେ ଯାଉଥିବା ୭ ଜଣ ଯାତ୍ରୀଙ୍କ ମଧ୍ୟରୁ ୨ ଜଣ ମହିଳା ଶ୍ରଦ୍ଧାଳୁଙ୍କର ମୃତ୍ୟୁ ହୋଇଛି। ମୃତକମାନେ ହେଲେ ସମିପର୍ଣ୍ଣା ଚକ୍ରବର୍ତ୍ତୀ (୪୬) ଓ ନବନୀତା ଚକ୍ରବର୍ତ୍ତୀ।ସୂଚନା ଅନୁସାରେ ପଶ୍ଚିମବଙ୍ଗର ଖଡ଼ଗପୁର ସହରର ଏକ ପରିବାର ମା’ ଦ୍ବାରଶୁଣୀଙ୍କ ଦର୍ଶନ ପାଇଁ Continue Reading
Odisha News
ବଲାଙ୍ଗିର,୮/୧୦ : ରାଜ୍ୟର ପୃଥକ ପୃଥକ ସ୍ଥାନରେ ଆଜି ସକାଳେ ଗାଡ଼ି ଧକ୍କାରେ ୩ ଜଣଙ୍କର ମୃତ୍ୟୁ ଘଟିଛି। ଏହି ତିନି ଜଣ ମର୍ଣ୍ଣିଂ ୱାକ୍ରେ ବାହାରିଥିବା ବେଳେ ଦୁର୍ଘଟଣାର ଶିକାର ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଦୁଇ ଜଣ ଯୁକ୍ତ ଦୁଇ ଛାତ୍ର ଅଛନ୍ତି।ବଲାଙ୍ଗିର-ପାଟଣାଗଡ଼ ରାସ୍ତାର ଗେଡ଼ାବାଞ୍ଜି ଛକ ନିକଟରେ ଶିଆଳବାହାଳୀ ଗାଁର ୪ ଜଣ ଛାତ୍ର ଓ ଯୁବକ ରାସ୍ତାରେ ମର୍ଣ୍ଣିଂ ୱାକ୍ କରୁଥିଲେ। ସେହି ସମୟରେ ଏକ ପିକ୍ଅପ୍ ଭ୍ୟାନ୍ ଦ୍ରୁତଗତିରେ ଆସି ସେମାନଙ୍କ […]Continue Reading
Odisha News
ବାଲେଶ୍ୱର,୮/୧୦ : ନେପାଳରୁ ଆସିଥିବା ପ୍ରାୟ ୬୦ ଜଣ ତୀର୍ଥଯାତ୍ରୀଙ୍କୁ ନେଇ ପୁରୀ ଅଭିମୁଖେ ଯାଉଥିବା ଏକ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ବାଲେଶ୍ୱର ଜିଲ୍ଲା ସୋର କଲେଜ ଛକ ନିକଟରେ ୧୬ ନମ୍ବର ଜାତୀୟ ରାଜପଥରେ ଛିଡ଼ା ହୋଇଥିବା ଏକ ଟ୍ରକ୍କୁ ବସ୍ଟି ପଛପଟୁ ଧକ୍କା ଦେଇଥିଲା। ଫଳରେ ବସ୍ ଡ୍ରାଇଭରଙ୍କ ସମେତ ୨୧ ଜଣ ଆହତ ହୋଇଛନ୍ତି।ବସ୍ ଡ୍ରାଇଭରଙ୍କ ଅବସ୍ଥା ଗୁରୁତର ରହିଛି। ତାଙ୍କୁ ବାଲେଶ୍ୱର ସ୍ଥାନାନ୍ତର କରାଯାଇଛି। ଅନ୍ୟମାନଙ୍କୁ ସୋର ଡାକ୍ତରଖାନାରେ Continue Reading
Odisha News
ବିଜୟୱାଡ଼ା,୧୫/୯: ଆଜି ପ୍ରତ୍ୟୁଷରେ ଆନ୍ଧ୍ରପ୍ରଦେଶର ଚିତ୍ତୂର ଜିଲ୍ଲାରେ ଗୋଟାଏ ଆମ୍ବୁଲାନସ୍ ଦୁର୍ଘଟଣାଗ୍ରସ୍ତ ହେବାରୁ ଓଡ଼ିଶାର ୪ଜଣ ଲୋକ ପ୍ରାଣ ହରାଇଥିବା କଥା ‘ଦି ଟାଇମ୍ସ୍ ଅଫ୍ ଇଣ୍ଡିଆ’ ରିପୋର୍ଟରୁ ଜଣାପଡ଼ିଛି।ଏହି ଆମ୍ବୁଲାନ୍ସ୍ ଦୁର୍ଘଟଣା ତାୱାନାମପାଲ୍ଲୀ ମଣ୍ଡଳ ଅନ୍ତର୍ଗତ ବାଙ୍ଗାଲୋର୍-ତିରୁପତି ଜାତୀୟ ରାଜପଥର ତେଲ୍ଲା ଗୁଣ୍ଡଲାପାଲ୍ଲୀ ଅଞ୍ଚଳରେ ଘଟିଛି। ଡ୍ରାଇଭର୍ ଢୁଳାଇ ପଡ଼ିବାରୁ ଆମ୍ବୁଲାନ୍ସ୍ ରାସ୍ତାରେ ଠିଆ ହୋଇଥିବା ଗୋଟିଏ ତୈଳବାହୀ Continue Reading
Odisha News
ବାଲେଶ୍ୱର,୧୫/୭ : ବାଲେଶ୍ୱର ଜିଲ୍ଲା ସୋର ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥ ତଳନଗରରେ ଗତକାଲି ବିଳମ୍ବିତ ରାତିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।ବାଇକ୍ ଓ ଟ୍ରକ୍ ମୁହାଁମୁହିଁ ଧକ୍କା ହେବାରୁ ୨ଜଣ ବାଇକ ଆରୋହୀଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ହେଲେ ସୋର ଥାନା ମାଣତ୍ରୀ ଗାଁର। ଅନ୍ୟ ଜଣଙ୍କର ପରିଚୟ ମିଳିନାହିଁ। ତାଙ୍କ ମୁଣ୍ଡ ଉପରେ ଟ୍ରକ୍ ଚଢ଼ିଯାଇଥିବାରୁ ପରିଚୟ ଅସ୍ପଷ୍ଟ ରହିଛି।ଗତକାଲି ରାତି ୨ଟା ସମୟରେ ଦୁଇ ଜଣ ଯୁବକ […]Continue Reading
Odisha News
ଭୁବନେଶ୍ୱର,୬/୭ : ଭୁବନେଶ୍ୱର ସ୍ଥିତ ଚନ୍ଦକା ଥାନା ସୁନ୍ଦରପୁର ଅଞ୍ଚଳର ଏକ ଘରୋଇ ସ୍କୁଲର ୨ ଛାତ୍ର ଗତ ମଙ୍ଗଳବାରଠାରୁ ନିଖୋଜ ଥିବା ବେଳେ ଟିଟିଲାଗଡ଼ରୁ ସେମାନଙ୍କୁ ଉଦ୍ଧାର କରିଥିଲା ପୁଲିସ୍।ମାତ୍ର ସେମାନଙ୍କୁ ଟିଟାଲଗଡ଼ରୁ କାର୍ ଯୋଗେ ଭୁବନେଶ୍ୱର ଅଣାଯାଉଥିବା ବେଳେ ଉକ୍ତ କାର୍ ଦୁର୍ଘଟଣାର ଶିକାର ହୋଇଥିବା ଜଣାଯାଇଛି। ତେବେ ଏହି ଦୁର୍ଘଟଣାରେ କେହି ଗୁରୁତର ହୋ ନ ଥିବା ଜଣାଯାଇଛି।ନିଖୋଜ ଛାତ୍ର ଦ୍ୱୟ ହେଲେ ସୋନୁ କୁମାର ଓ ପୃଥ୍ୱୀରାଜ ପ୍ରଧାନ। ସେମାନେ Continue Reading
Odisha News
ଭୁବନେଶ୍ବର/କେନ୍ଦୁଝର,28/6: ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ନିକଟରେ ଗତ ରବିବାର ଏକ ମର୍ମନ୍ତୁଦ ଦୁର୍ଘଟଣାର ଦୁଇଦିନ ପରେ ପୁଣି କେନ୍ଦୁଝରରେ ହୃଦୟ ବିଦାରକ ଦୁର୍ଘଟଣା ଘଟିଛି। ମଙ୍ଗଳବାର ବିଳମ୍ବିତ ରାତିରେ ୨୦ ନମ୍ବର ଜାତୀୟ ରାଜପଥରେ ଏକ ବରଯାତ୍ରୀ ଦଳ ଆସୁଥିବାବେଳେ ଷଠିଘର ନିକଟରେ ଶୁଆକାଟି ପଟୁ ଆସୁଥିବା ଏକ ଟ୍ରକ ଚଢ଼ି ଯାଇଥିଲା।  ଫଳରେ ଘଟଣାସ୍ଥଳରେ ୫ଜଣଙ୍କ ମୃତ୍ୟୁ ହୋଇଛି। ମୃତକମାନେ ହେଲେ ମାନପୁର ଗ୍ରାମର ଜିତ୍‌ ପାତ୍ର, କାଳିଆ ମହାନ୍ତ, Continue Reading